ଓଡିଶା

ସାମାଜିକ ସାଂସ୍କୃତିକ ବିକାଶ ସଂଘ ତରଫରୁସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ

ସାମାଜିକ ସାଂସ୍କୃତିକ ବିକାଶ ସଂଘ ତରଫରୁ ସରକାରୀ ବିଦ୍ୟାଳୟ ମୁକ୍ତାଦେଇପୁର ଠାରେ ଏକ ସଙ୍ଗୀତ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏଥିରେ 60 ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ପ୍ରତିଯୋଗୀ ମାନେ ବିଭିନ୍ନ ପ୍ରକାର ର ସଙ୍ଗୀତ ଗାନ କରିଥିଲେ । କୃତି ଛାତ୍ରଛାତ୍ରୀଙ୍କୁ ଅନୁଷ୍ଠାନ ତରଫରୁ ପ୍ରଥମ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କଳାକାର ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀଙ୍କ ଉପସ୍ଥିତରେ ପୁରଷ୍କାର ପ୍ରଦାନ କରାଗଲା। ସର୍ବଶେଷରେ ପ୍ରାର୍ଥନା ଗାନ କରାଯାଇ ସଭାକାର୍ଯ୍ୟ ଶେଷ କରାଗଲା। ସଂଘର ସଦସ୍ୟା ସୌମ୍ୟାଶ୍ରୀ ଉପସ୍ଥିତ ରହି କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button