ଓଡିଶା

ଜାତୀୟ ଏକତା ଦିବସ ଶପଥ ପାଠ 

ଭଦ୍ରକ:  (କମଳାକାନ୍ ପଣ୍ଡା ):ଭଦ୍ରକ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ଗତକାଲି ଭଦ୍ରକ ଜିଲ୍ଲାପାଳଙ୍କ ସଦଭାବନା ସଭା ଗୃହରେ ଜାତୀୟ ଏକତା ଦିବସ ଅବସରରେ ରାଷ୍ଟ୍ରୀୟ ଏକତା ଶପଥ ପାଠ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ (ରାଜସ୍ବ) ,ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ସରୋଜ କୁମାର ଦତ୍ତ ଓ ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଦେଶର ଏକତା ଓ ଅଖଣ୍ଡତା ରକ୍ଷା ପାଇଁ ଶପଥ ନେଇଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button