ଓଡିଶା

କୋଟିଆରେ ପୁଣି ଓଡ଼ିଶା ଆନ୍ଧ୍ର ମୁହାଁମୁହିଁ

କୋରାପୁଟ ( ଦେବାଶିଷ ଦାଶ ) କୋଟିଆକୁ ନେଇ ପୁଣି ତେଜିଲା ଓଡ଼ିଶା-ଆନ୍ଧ୍ର ବିବାଦ। ସୀମାନ୍ତ ନେରିଡ଼ିୱାଲସାରେ ଦୁଇ ରାଜ୍ୟର ପୋଲିସ ମୁହାଁମୁହିଁ। ନିର୍ବାଚନୀ କାର୍ଯ୍ୟକଳାପକୁ ରୋକିବା ପାଇଁ ଓଡ଼ିଶା ପୋଲିସ ବ୍ୟାରିକେଡ୍‌ କରିଥିବା ବେଳେ ଏହାକୁ ଆନ୍ଧ୍ର ପୋଲିସ ଭାଙ୍ଗି ଦେଇଥିବା ଅଭିଯୋଗ। ଘଟଣାସ୍ଥଳରେ ଉତ୍ତେଜନା ଜାରି ରହିଥିବା ବେଳେ ପହଞ୍ଚିଛନ୍ତି କୋରାପୁଟ ଉପଜିଲ୍ଲାପାଳ ଓ ପ୍ରଶାସନିକ ଅଧିକାରୀ। କୋରାପୁଟ ଉପଜିଲ୍ଲାପାଳ ଫାବି ରସିଦ୍‌ଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button