ଓଡିଶା

ବାଣିଜ୍ୟ ଓ ପରିବହନ ବିଭାଗର ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଭୁବନେଶ୍ୱର ( ଦେବାଶିଷ ଦାଶ ) ବାଣିଜ୍ୟ ଓ ପରିବହନ ବିଭାଗର ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଏହି ଅବସରରେ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ, ଚାଲୁଥିବା ପ୍ରକଳ୍ପ ଏବଂ ଭବିଷ୍ୟତ କାର୍ଯ୍ୟଯୋଜନା ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଛି । ରାଜ୍ୟର ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଉନ୍ନତି, ଦକ୍ଷତା ଓ ସେବାର ଗୁଣବତ୍ତା ବୃଦ୍ଧି ଉପରେ ବୈଠକରେ ଗୁରୁତ୍ୱାରୋପ କରିଥିଲେ.

Related Articles

Leave a Reply

Your email address will not be published. Required fields are marked *

Back to top button