ଓଡିଶା

ଜାତୀୟ ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ସନ୍ତୋଷିନୀ ଦାଶ

ଭୁବନେଶ୍ୱର ( ଦେବାଶିଷ ଦାଶ ) ଜାତୀୟ ମହିଳା କମିଶନ (NCW)ଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୂର୍ବତନ ଚୌଦ୍ୱାର ଜେଲର ସନ୍ତୋଷିନୀ ଦାଶ। ପୂର୍ବତନ ଜେଲ୍ ଡିଜି ସୁଶାନ୍ତ ନାଥଙ୍କ ବିରୋଧରେ ସେ ଯୌନ ନିର୍ଯାତନାର ଅଭିଯୋଗ ଆଣିଛନ୍ତି। ଏନେଇ କମିଶନଙ୍କ ନିକଟରେ ଅଭିଯୋଗ ଦାଖଲ କରିବା ସହ ଘଟଣାରେ ତୁରନ୍ତ ହସ୍ତକ୍ଷେପ କରି ନ୍ୟାୟ ପ୍ରଦାନ ପାଇଁ ଦାବି କରିଛନ୍ତି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ ସନ୍ତୋଷିନୀ ଦାଶ ଏହି ଘଟଣାକୁ ନେଇ ଚୌଦ୍ୱାର ଥାନାରେ ଏତଲା ଦେଇଥିଲେ। ଏବେ ନ୍ୟାୟ ପାଇଁ ସେ ଜାତୀୟ ମହିଳା କମିଶନଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button